ଯିହୋଶୂୟ 8:5 - ଓଡିଆ ବାଇବେଲ5 ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ। Viz kapitolaପବିତ୍ର ବାଇବଲ5 ମୋ’ ସହିତ ସମସ୍ତ ସୈନ୍ୟଗଣ ନଗର ନିକଟକୁ ଯିବୁ। ସେମାନେ ଯେତେବେଳେ ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ଆମ୍ଭେମାନେ ବୁଲିପଡ଼ିବୁ ଓ ସେମାନଙ୍କ ନିକଟରୁ ଦୌଡ଼ି ପଲାଇବୁ ଆମ୍ଭେମାନେ ପୂର୍ବରୁ ଯେପରି କରିଥିଲୁ। Viz kapitola |