ଯିହୋଶୂୟ 8:7 - ଓଡିଆ ବାଇବେଲ7 ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ। Viz kapitolaପବିତ୍ର ବାଇବଲ7 ତୁମ୍ଭେମାନେ ତୁମ୍ଭମାନଙ୍କର ଲୁଚି ରହିଥିବା ସ୍ଥାନରୁ ବାହାରି ନଗରକୁ ନିଜ ନିୟନ୍ତ୍ରଣ ମଧ୍ୟକୁ ନେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ନଗରକୁ ତୁମ୍ଭମାନଙ୍କୁ ଅକ୍ତିଆର କରିବାକୁ ଦେବେ। Viz kapitola |