ଯିହୋଶୂୟ 8:9 - ଓଡିଆ ବାଇବେଲ9 ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବୈଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ। Viz kapitolaପବିତ୍ର ବାଇବଲ9 ଏହା ପରେ ଯିହୋଶୂୟ ସୈନ୍ୟମାନଙ୍କୁ ସେମାନଙ୍କର ଲୁଚି ରହିବା ସ୍ଥାନକୁ ପଠାଇ ଦେଲେ। ସେମାନେ ବୈଥେଲ୍ ଏବଂ ଅୟର ମଧ୍ୟସ୍ଥାନରେ ଲୁଚି ରହିଲେ। ଏହି ସ୍ଥାନଟି ଥିଲା ଅୟର ପଶ୍ଚିମ ପଟରେ। ଏବଂ ଯିହୋଶୂୟ ସୈନ୍ୟମାନଙ୍କ ସହିତ ସେଠାରେ ରାତ୍ରିଯାପନ କଲେ। Viz kapitola |