ଯିହୋଶୂୟ 9:13 - ଓଡିଆ ବାଇବେଲ13 ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି। Viz kapitolaପବିତ୍ର ବାଇବଲ13 ପୁଣି ଦେଖ, ଏହିସବୁ ଦ୍ରାକ୍ଷାରସର କୁମ୍ପା ନୂତନ ଦ୍ରାକ୍ଷା ରସରେ ଭର୍ତ୍ତି କରିଥିଲୁ ତାହା ଫାଟି ଯାଇଛି। ଏବଂ ଆମ୍ଭକୁ ଲକ୍ଷ୍ୟକର, ବହୁତ ଦୂର ଯାତ୍ରା କରିଥିବାରୁ ଆମ୍ଭମାନଙ୍କର ଲୁଗା ଓ ଜୋତା କିପରି ପୁରୁଣା ହୋଇଗଲାଣି।” Viz kapitola |