ଯିହୋଶୂୟ 9:15 - ଓଡିଆ ବାଇବେଲ15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ତଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ। Viz kapitolaପବିତ୍ର ବାଇବଲ15 ଯିହୋଶୂୟ ଶାନ୍ତିଚୁକ୍ତି ପାଇଁ ରାଜି ହୋଇଗଲେ। ସେ ସେମାନଙ୍କୁ ଜୀବିତ ରଖିବାକୁ ରାଜି ହେଲେ। ତେଣୁ ଇସ୍ରାଏଲର ନେତୃବର୍ଗ ସେମାନଙ୍କ ନିକଟରେ ଶପଥ କଲେ। Viz kapitola |