ଯିହୋଶୂୟ 9:26 - ଓଡିଆ ବାଇବେଲ26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ। Viz kapitolaପବିତ୍ର ବାଇବଲ26 ତେଣୁ ଗିବିୟୋନୀୟମାନେ ସେମାନଙ୍କର କ୍ରୀତଦାସ ହୋଇ ରହିଲେ। କିନ୍ତୁ ଯିହୋଶୂୟ ସେମାନଙ୍କୁ ଜୀବିତ ରଖିଲେ। ଯିହୋଶୂୟ ସେ ଲୋକମାନଙ୍କୁ ମାରିବା ପାଇଁ ତାଙ୍କ ଲୋକମାନଙ୍କୁ ଅନୁମତି ଦେଇ ନ ଥିଲେ। Viz kapitola |