ଯିହୋଶୂୟ 9:9 - ଓଡିଆ ବାଇବେଲ9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେମାନେ ତାଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।” Viz kapitolaପବିତ୍ର ବାଇବଲ9 ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭର ସେବକଗଣ। ଆମ୍ଭେମାନେ ବହୁତ ଦୂର ଦେଶରୁ ଆସିଅଛୁ। ଆମ୍ଭେମାନେ ଆସିଲୁ, କାରଣ ଆମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ଆଶ୍ଚର୍ଯ୍ୟ କାର୍ଯ୍ୟମାନ ବିଷୟରେ ଶୁଣିଲୁ। ସେ କିପରି ମିଶରରେ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ ତାହା ଆମ୍ଭେ ଜାଣିବାକୁ ପାଇଲୁ। Viz kapitola |