ଯିହୂଦା 1:16 - ଓଡିଆ ବାଇବେଲ16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)16 ଏହି ଲୋକମାନେ ସବୁବେଳେ ଅସନ୍ତୁଷ୍ଠ ଓ ଅନ୍ୟମାନଙ୍କ ଉପରେ ଦୋଷାରୋପ କରନ୍ତି। ସେମାନେ କେବଳ ନିଜର କୂଅଭିଳାଷ ଚରିତାର୍ଥ କରୁଥାନ୍ତି; ନିଜର ବଡ଼ିମା ଦେଖାଇ ହୁଅନ୍ତି ଓ ନିଜର ସ୍ୱାର୍ଥସିଦ୍ଧି ନିମନ୍ତେ ଅନ୍ୟମାନଙ୍କର ଚାଟୁବାଦ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି। Viz kapitolaପବିତ୍ର ବାଇବଲ16 ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତି ଓ ସେମାନଙ୍କର ଦୋଷ ବାହାର କରନ୍ତି। ସେମାନେ ସବୁବେଳେ ନିଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରି ଥା’ନ୍ତି। ସେମାନେ ନିଜ ବିଷୟରେ ଅହଙ୍କାର କରି କଥା କୁହନ୍ତି। ସେମାନେ ନିଜ ସ୍ୱାର୍ଥ ହାସଲ କରିବା ପାଇଁ କେବଳ ଅନ୍ୟ ଲୋକମାନଙ୍କ ସପକ୍ଷରେ ଭଲକଥା କୁହନ୍ତି। Viz kapitola |