Online Bible

- Reklamy -




ଯିହୂଦା 1:20 - ଓଡିଆ ବାଇବେଲ

20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା-ମାନଙ୍କ ଅତି ପବିତ୍ର ବିଶ୍ଵାସ ଉପରେ ଆପଣାମାନଙ୍କର ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ପବିତ୍ର ଧର୍ମବିଶ୍ୱାସର ଭିତ୍ତି ଉପରେ ନିଜ ନିଜ ଜୀବନ ଗଠନ କରିବାରେ ଲାଗି ରୁହ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,

Viz kapitola kopírovat

ପବିତ୍ର ବାଇବଲ

20 କିନ୍ତୁ ମୋର ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ନିଜର ପବିତ୍ର ବିଶ୍ୱାସ ଉପରେ ନିଜ ନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର।

Viz kapitola kopírovat




ଯିହୂଦା 1:20

Následuj nás:

Reklamy


Reklamy