Online Bible

- Reklamy -




ଯିହୂଦା 1:3 - ଓଡିଆ ବାଇବେଲ

3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ପ୍ରିୟ ବନ୍ଧୁଗଣ, ଆମେ ସମସ୍ତେ ଯେଉଁ ପରିତ୍ରାଣର ଅଂଶୀ, ସେ ବିଷୟରେ ତୁମ୍ଭମାନଙ୍କ ନିକଟକୁ ଲେଖିବାପାଇଁ ମୁଁ ଉତ୍ସୁକ ଥିଲି। କିନ୍ତୁ ଇତିମଧ୍ୟରେ ଈଶ୍ୱର ତାଙ୍କ ଲୋକମାନଙ୍କୁ ଅନନ୍ତ କାଳ ପାଇଁ ପ୍ରଦାନ କରିଥିବା ବଶ୍ୱାସ ସପକ୍ଷରେ ସଂଗ୍ରାମ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ଆବଶ୍ୟକ ବୋଲି ମୁଁ ମନେ କଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।

Viz kapitola kopírovat

ପବିତ୍ର ବାଇବଲ

3 ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।

Viz kapitola kopírovat




ଯିହୂଦା 1:3

Následuj nás:

Reklamy


Reklamy