ବିଳାପ 1:17 - ଓଡିଆ ବାଇବେଲ17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି। Viz kapitolaପବିତ୍ର ବାଇବଲ17 ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି, ମାତ୍ର ତାକୁ ସାହାଯ୍ୟ କରିବାକୁ କେହି ନାହିଁ। ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘେରି ରହିବାକୁ ସଦାପ୍ରଭୁ ଆଦେଶ କରିଛନ୍ତି। ଯିରୁଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି। Viz kapitola |