ବିଳାପ 1:8 - ଓଡିଆ ବାଇବେଲ8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି। Viz kapitolaପବିତ୍ର ବାଇବଲ8 ଯିରୁଶାଲମ ଅତିଶୟ ପାପ କରିଅଛି, ଏଣୁ ସେ ନଗର ଧ୍ୱଂସପ୍ରାପ୍ତ ହୋଇଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସେମାନେ ତାକୁ ଘୃଣା କରୁଛନ୍ତି। କାରଣ ସେମାନେ ତାକୁ ଗାଳି ଦିଅନ୍ତି। ଯିରୁଶାଲମ ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛି ଓ ପଛକୁ ମୁଖ ଫେରାଉଅଛି। Viz kapitola |