ବିଳାପ 2:1 - ଓଡିଆ ବାଇବେଲ1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ଵର୍ଗରୁ ପୃଥିବୀକି ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି। Viz kapitolaପବିତ୍ର ବାଇବଲ1 ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି। Viz kapitola |