ବିଳାପ 2:2 - ଓଡିଆ ବାଇବେଲ2 ପ୍ରଭୁ ଯାକୁବର ସକଳ ବାସ ସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି; ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି। Viz kapitolaପବିତ୍ର ବାଇବଲ2 ସଦାପ୍ରଭୁ ଯାକୁବର ସକଳ ବାସସ୍ଥାନ ଧ୍ୱଂସ କରିଛନ୍ତି। ସେ ତାହା ପ୍ରତି ଦୟା କରି ନାହାନ୍ତି। ସେ ଆପଣା କ୍ରୋଧରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗଗୁଡ଼ିକୁ ଉତ୍ପାଟନ କରିଛନ୍ତି। ସଦାପ୍ରଭୁ ତାହାର ରାଜ୍ୟ ଓ ତା'ର ଅଧିପତିମାନଙ୍କୁ ଭୂମିସାତ୍ କରିଛନ୍ତି। Viz kapitola |