ବିଳାପ 4:18 - ଓଡିଆ ବାଇବେଲ18 ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ; Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ତରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ; Viz kapitolaପବିତ୍ର ବାଇବଲ18 ଆମ୍ଭମାନଙ୍କ ଶତ୍ରୁମାନେ ଆମ୍ଭମାନଙ୍କୁ କବଳିତ କରିବା ପାଇଁ ଛକି ରହିଲେ। ତେଣୁ ଆମ୍ଭେମାନେ ରାସ୍ତାରେ ଗ୍ଭଲି ପାରିଲୁ ନାହିଁ। ଆମ୍ଭମାନଙ୍କ ଶେଷ ନିକଟ ଅଟେ। ଆମ୍ଭମାନଙ୍କର ଆୟୁ ଶେଷ ହୋଇଛି। ଆମ୍ଭମାନଙ୍କର ଶେଷକାଳ ଉପସ୍ଥିତ। Viz kapitola |