ବିଳାପ 5:20 - ଓଡିଆ ବାଇବେଲ20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ? Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ? Viz kapitolaପବିତ୍ର ବାଇବଲ20 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁ ଅଛ? ଆଉ ଏତେ ଦୀର୍ଘକାଳ ଆମ୍ଭମାନଙ୍କୁ କାହିଁକି ପରିତ୍ୟାଗ କରିଅଛ? Viz kapitola |