ବିଳାପ 5:21 - ଓଡିଆ ବାଇବେଲ21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ। Viz kapitolaପବିତ୍ର ବାଇବଲ21 ହେ ସଦାପ୍ରଭୁ! ଆମ୍ଭମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ନିଅ। ତହିଁରେ ଆମ୍ଭେମାନେ ଆନନ୍ଦର ସହିତ ତୁମ୍ଭ ନିକଟକୁ ଫେରି ଆସିବୁ। ପୂର୍ବକାଳ ପରି ଆମ୍ଭର ଜୀବନକୁ ନୂତନ କର। Viz kapitola |