ଲେବୀୟ ପୁସ୍ତକ 1:9 - ଓଡିଆ ବାଇବେଲ9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। Viz kapitolaପବିତ୍ର ବାଇବଲ9 ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ। Viz kapitola |