ଲେବୀୟ ପୁସ୍ତକ 10:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ1 ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ। Viz kapitola |