ଲେବୀୟ ପୁସ୍ତକ 10:13 - ଓଡିଆ ବାଇବେଲ13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ। Viz kapitolaପବିତ୍ର ବାଇବଲ13 ମୋର ନିର୍ଦ୍ଦେଶ ଅନୁସାରେ ତୁମ୍ଭେମାନେ ସେହି ଶସ୍ୟ ନୈବେଦ୍ୟ ଏକ ପବିତ୍ର ସ୍ଥାନରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦେଲି। Viz kapitola |