ଲେବୀୟ ପୁସ୍ତକ 11:9 - ଓଡିଆ ବାଇବେଲ9 ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ। Viz kapitolaପବିତ୍ର ବାଇବଲ9 “ସମୁଦ୍ର ଓ ନଦୀରେ ବାସ କରୁଥିବା ଜଳଜନ୍ତୁ ମଧ୍ୟରୁ ଯାହାର ଡେଣା ବା କାତି ଅଛି, ସେଗୁଡ଼ିକ ତୁମ୍ଭେମାନେ ଭୋଜନ କରି ପାରିବ। Viz kapitola |