ଲେବୀୟ ପୁସ୍ତକ 13:20 - ଓଡିଆ ବାଇବେଲ20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଯାଜକ ତାହା ଦେଖିବ, ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠ ରୋଗର ଘାଆ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ। Viz kapitolaପବିତ୍ର ବାଇବଲ20 ଯାଜକ ଦେଖିବ ଯଦି ତାହାର ସେହି ଘା’ ଚର୍ମର ନୀଚ୍ଚସ୍ଥ ହୋଇଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’। Viz kapitola |