ଲେବୀୟ ପୁସ୍ତକ 13:31 - ଓଡିଆ ବାଇବେଲ31 ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ, ଯାଜକ ଛଉର ଘାଆ ଦେଖନ୍ତେ, ଯେବେ ଦେଖ, ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ-ଘାʼଯୁକ୍ତ ଲୋକକୁ ସାତ ଦିନ ରୁଦ୍ଧ କରି ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ। Viz kapitolaପବିତ୍ର ବାଇବଲ31 ପୁଣି ଯାଜକ ଯଦି ଦେଖିବ ସେହି ଘା’ ଚର୍ମର ନୀଚସ୍ଥ ହୋଇ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଲୋକକୁ ସାତ ଦିନ ପୃଥକ ରଖିବ। Viz kapitola |