Online Bible

- Reklamy -




ଲେବୀୟ ପୁସ୍ତକ 13:5 - ଓଡିଆ ବାଇବେଲ

5 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯେବେ ତାହାର ଦୃଷ୍ଟିରେ ସେହି ଘା ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ରୁଦ୍ଧ କରି ରଖିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘାʼ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।

Viz kapitola kopírovat

ପବିତ୍ର ବାଇବଲ

5 ସପ୍ତମ ଦିନରେ ଯାଜକ ସେହି ଚିହ୍ନକୁ ଦେଖିବ। ଯଦି ସେହି ଘା’ ବଦଳି ନ ଥାଏ କିମ୍ବା ଚର୍ମ ଉପରେ ଅଧିକ ବ୍ୟାପି ନ ଥାଏ, ତେବେ ଯାଜକ ତାକୁ ଆହୁରି ସାତ ଦିନ ଅନ୍ୟମାନଙ୍କଠାରୁ ପୃଥକ କରି ରଖିବ।

Viz kapitola kopírovat




ଲେବୀୟ ପୁସ୍ତକ 13:5

Následuj nás:

Reklamy


Reklamy