ଲେବୀୟ ପୁସ୍ତକ 13:50 - ଓଡିଆ ବାଇବେଲ50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯହିଁରେ ସେହି ଦାଗ ଥାଏ, ତାହା ସାତ ଦିନ ରୁଦ୍ଧ କରି ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ। Viz kapitolaପବିତ୍ର ବାଇବଲ50 ଯାଜକ ସେହି ଦାଗ ଦେଖିବ ଓ ସେହି ଦାଗଥିବା ଦ୍ରବ୍ୟକୁ ସାତ ଦିନ ପୃଥକ ରଖିବ। Viz kapitola |