ଲେବୀୟ ପୁସ୍ତକ 14:13 - ଓଡିଆ ବାଇବେଲ13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ। Viz kapitolaପବିତ୍ର ବାଇବଲ13 ତା'ପରେ ସେ ଯାଜକ ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମବଳି ବଧ କରାଯାଏ ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ୟ ଯାଜକର ଅଟେ। ତାହା ମହାପବିତ୍ର ଅଟେ। Viz kapitola |