Online Bible

- Reklamy -




ଲେବୀୟ ପୁସ୍ତକ 14:23 - ଓଡିଆ ବାଇବେଲ

23 ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ଅଷ୍ଟମ ଦିନରେ ସେ ଆପଣା ଶୌଚ ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।

Viz kapitola kopírovat

ପବିତ୍ର ବାଇବଲ

23 “ଆଉ ଅଷ୍ଟମ ଦିନରେ ସେହି ଲୋକ ସମସ୍ତ ଦ୍ରବ୍ୟ ଆଣି ସମାଗମ-ତମ୍ବୁ ଦ୍ୱାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସେହି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖରେ ତା'ର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହେବ।

Viz kapitola kopírovat




ଲେବୀୟ ପୁସ୍ତକ 14:23

Následuj nás:

Reklamy


Reklamy