ଲେବୀୟ ପୁସ୍ତକ 14:29 - ଓଡିଆ ବାଇବେଲ29 ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ। Viz kapitolaପବିତ୍ର ବାଇବଲ29 ପୁଣି ଯାଜକ ଶୋଧନୀୟ ଲୋକ ପାଇଁ ପ୍ରାୟଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ। Viz kapitola |