ଲେବୀୟ ପୁସ୍ତକ 14:48 - ଓଡିଆ ବାଇବେଲ48 ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଆଉ, ଯାଜକ ଆସି ଦେଖନ୍ତେ, ଯେବେ ଦେଖ, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି। Viz kapitolaପବିତ୍ର ବାଇବଲ48 “ଗୃହ ପୁନଃନିର୍ମାଣ ଓ ପୁନଃଲେପନ ଶେଷ ହେଲା ପରେ, ଯାଜକ ସେହି ଗୃହକୁ ଆସିବ ଓ ଦେଖିବ। ଯଦି ଦାଗ ବୃଦ୍ଧି ନ ପାଇଥାଏ, ତେବେ ସେ ତାହା ଶୁଚି ବୋଲି ଘୋଷଣା କରିବ। କାରଣ ଦାଗ ଉଭେଇ ଯାଉଛି। Viz kapitola |