Online Bible

- Reklamy -




ଲେବୀୟ ପୁସ୍ତକ 14:51 - ଓଡିଆ ବାଇବେଲ

51 ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

51 ତହୁଁ ସେ ସେହି ଏରସ କାଠ ଓ ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକି ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।

Viz kapitola kopírovat

ପବିତ୍ର ବାଇବଲ

51 ତା'ପରେ ସେ ଯାଜକ ଏରସ କାଠ, ଏସୋବ, ଲାଲ୍ ବସ୍ତ୍ର, ଜୀଅନ୍ତା ପକ୍ଷୀକୁ ନେଇ ହତ୍ୟା କରିବ ଓ ସେହି ପକ୍ଷୀର ରକ୍ତ, ସେହି ଜଳସ୍ରୋତରେ ବୁଡ଼ାଇବ ଓ ସେହି ଘରେ ସାତଥର ଛିଞ୍ଚିବ।

Viz kapitola kopírovat




ଲେବୀୟ ପୁସ୍ତକ 14:51

Následuj nás:

Reklamy


Reklamy