Online Bible

- Reklamy -




ଲେବୀୟ ପୁସ୍ତକ 15:29 - ଓଡିଆ ବାଇବେଲ

29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ ସମାଗମ-ତମ୍ଵୁଦ୍ଵାରରେ ଯାଜକ ନିକଟକୁ ଆଣିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।

Viz kapitola kopírovat

ପବିତ୍ର ବାଇବଲ

29 ତା'ପରେ ଅଷ୍ଟମ ଦିନରେ ସେହି ସ୍ତ୍ରୀଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ଯାଜକକୁ ଅର୍ପଣ କରିବ।

Viz kapitola kopírovat




ଲେବୀୟ ପୁସ୍ତକ 15:29

Následuj nás:

Reklamy


Reklamy