Online Bible

- Reklamy -




ଲେବୀୟ ପୁସ୍ତକ 15:30 - ଓଡିଆ ବାଇବେଲ

30 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତହିଁରେ ଯାଜକ ସେଥିରୁ ଗୋଟିକି ପାପାର୍ଥକ ବଳି ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୌଚ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ପବିତ୍ର ବାଇବଲ

30 ତା'ପରେ ସେ ଯାଜକ ସେଥିମଧ୍ୟରୁ ଗୋଟିଏ ପକ୍ଷୀ ପାପାର୍ଥକ ବଳିରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେ ସ୍ତ୍ରୀଲୋକଙ୍କୁ ପ୍ରାୟଶ୍ଚିତ କରାଇବ।

Viz kapitola kopírovat




ଲେବୀୟ ପୁସ୍ତକ 15:30

Následuj nás:

Reklamy


Reklamy