ଲେବୀୟ ପୁସ୍ତକ 16:19 - ଓଡିଆ ବାଇବେଲ19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ଵାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୌଚରୁ ତାହା ଶୁଚି କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ। Viz kapitolaପବିତ୍ର ବାଇବଲ19 ତା'ପରେ ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତଥର ଛିଞ୍ଚି ଅଶୁଚି ବେଦିକୁ ଶୁଦ୍ଧ କରିବ ଓ ଇସ୍ରାଏଲ ଲୋକମାନଙ୍କ ଅଶୌଚରୁ ତାହା ଶୁଚି କରିବ। Viz kapitola |