ଲେବୀୟ ପୁସ୍ତକ 16:26 - ଓଡିଆ ବାଇବେଲ26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକି ଆସିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ। Viz kapitolaପବିତ୍ର ବାଇବଲ26 “ପୁଣି ଯେଉଁ ଲୋକ ତ୍ୟାଗର (ଅଜାଜେଲରେ) ଛାଗକୁ ନେଇ ଛାଡ଼ିଥାଏ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍। ତା'ପରେ ଛାଉଣିରେ ପ୍ରବେଶ କରିବ। Viz kapitola |