ଲେବୀୟ ପୁସ୍ତକ 18:19 - ଓଡିଆ ବାଇବେଲ19 ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, କୌଣସି ସ୍ତ୍ରୀ ତାହାର ସ୍ତ୍ରୀଧର୍ମ ହେତୁ ଅଶୁଚି ଥିବାଯାଏ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ। Viz kapitolaପବିତ୍ର ବାଇବଲ19 “ପୁଣି କୌଣସି ରଜସ୍ୱଳା ନାରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ। Viz kapitola |