ଲେବୀୟ ପୁସ୍ତକ 18:23 - ଓଡିଆ ବାଇବେଲ23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ତତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା। Viz kapitolaପବିତ୍ର ବାଇବଲ23 “ତୁମ୍ଭେ କୌଣସି ପଶୁ ସହିତ ଯୌନ ସମ୍ପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଏହା ପ୍ରକୃତି ବିରୋଧ। Viz kapitola |