ଲେବୀୟ ପୁସ୍ତକ 18:3 - ଓଡିଆ ବାଇବେଲ3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚଳିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ। Viz kapitolaପବିତ୍ର ବାଇବଲ3 ଅତୀତରେ ତୁମ୍ଭେମାନେ ମିଶର ଦେଶରେ ବାସ କରୁଥିଲ, ସେହି ଦେଶରେ ସେମାନେ କଲାପରି, ତୁମ୍ଭେମାନେ କରିବା ଉଚିତ୍ ନୁହଁ। ପୁଣି ଯେଉଁ କିଣାନ ଦେଶକୁ ମୁଁ ତୁମ୍ଭମାନଙ୍କୁ ଦେବାକୁ ଯାଉଅଛି, ସେଠାରେ ବାସ କରୁଥିବା ଲୋକମାନଙ୍କର ପ୍ରଥା ଅନୁସରଣ କରିବ ନାହିଁ କିମ୍ବା ସେମାନଙ୍କର ପ୍ରଥା ଅନୁସାରେ ଚଳିବ ନାହିଁ। Viz kapitola |