Online Bible

- Reklamy -




ଲେବୀୟ ପୁସ୍ତକ 19:10 - ଓଡିଆ ବାଇବେଲ

10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Viz kapitola kopírovat

ପବିତ୍ର ବାଇବଲ

10 ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସମ୍ପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ରରେ ପଡ଼ିଥିବା ଫଳ ସାଉଣ୍ଟିବ ନାହିଁ। ସେଗୁଡ଼ିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡ଼ିଦେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Viz kapitola kopírovat




ଲେବୀୟ ପୁସ୍ତକ 19:10

Následuj nás:

Reklamy


Reklamy