ଲେବୀୟ ପୁସ୍ତକ 19:28 - ଓଡିଆ ବାଇବେଲ28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Viz kapitolaପବିତ୍ର ବାଇବଲ28 ପୁଣି ତୁମ୍ଭେମାନେ ମୃତ ଲୋକ ପାଇଁ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବ ନାହିଁ କିମ୍ବା ଦେହରେ ଚିତା କୁଟାଇବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ। Viz kapitola |