ଲେବୀୟ ପୁସ୍ତକ 19:29 - ଓଡିଆ ବାଇବେଲ29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ29 “ତୁମ୍ଭେ ନିଜର କନ୍ୟାକୁ ବେଶ୍ୟା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ପାପରେ ପରିପୂର୍ଣ୍ଣ ହେବ। Viz kapitola |