ଲେବୀୟ ପୁସ୍ତକ 20:2 - ଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯେବେ ଆପଣା ବଂଶର କାହାକୁ ମୋଲକ୍-ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ତ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ। Viz kapitolaପବିତ୍ର ବାଇବଲ2 “ଆଉ ମଧ୍ୟ ତୁମ୍ଭ ଇସ୍ରାଏଲ ସନ୍ତାନଗଣଙ୍କୁ କହିବ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କେହି ହେଉ କିମ୍ବା ସେମାନଙ୍କ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ୟରୁ କେହି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାକୁ ପଥର ମାରି ହତ୍ୟା କରିବେ। Viz kapitola |