ଲେବୀୟ ପୁସ୍ତକ 20:6 - ଓଡିଆ ବାଇବେଲ6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। Viz kapitolaପବିତ୍ର ବାଇବଲ6 “ଯେଉଁ ଲୋକ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ବ୍ୟଭିଗ୍ଭର କରିବାକୁ ଅନୁସରଣ କରେ, ସେହି ପ୍ରାଣୀ ବିରୁଦ୍ଧରେ ଆମ୍ଭେ ଯିବା। ଯେହେତୁ ସେ ଆମ୍ଭ ପ୍ରତି ଅବିଶ୍ୱସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ୟରୁ ପୃଥକ ରଖିବା। Viz kapitola |