Online Bible

- Reklamy -




ଲେବୀୟ ପୁସ୍ତକ 21:8 - ଓଡିଆ ବାଇବେଲ

8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରଇ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।

Viz kapitola kopírovat

ପବିତ୍ର ବାଇବଲ

8 ତୁମ୍ଭେ ନିଶ୍ଚିତ ହୁଅ ଯେ, ଯାଜକ ପବିତ୍ର ଅଟେ। କାରଣ ସେ ତୁମ୍ଭର ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କରିଥାଏ। ତୁମ୍ଭେ ତାକୁ ପବିତ୍ର ବୋଲି ବିବେଚନା କରିବା ଉଚିତ୍। କାରଣ ମୁଁ ସଦାପ୍ରଭୁ ଯିଏ ତୁମ୍ଭମାନଙ୍କୁ ପବିତ୍ର କରେ। ମୁଁ ନିଜେ ପବିତ୍ର।

Viz kapitola kopírovat




ଲେବୀୟ ପୁସ୍ତକ 21:8

Následuj nás:

Reklamy


Reklamy