ଲେବୀୟ ପୁସ୍ତକ 22:24 - ଓଡିଆ ବାଇବେଲ24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ, ଯାହାର କୋଷ ମଳା କି ଛେଚା କି ଭଙ୍ଗା କି କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ। Viz kapitolaପବିତ୍ର ବାଇବଲ24 “ଆଉ ମଧ୍ୟ ଯେଉଁ ପ୍ରାଣୀର କୋଷ ମୋଡ଼ା କି ଛେଗ୍ଭ କି ଭଙ୍ଗା କି କଟା ଏପରି ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ କିମ୍ବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳିଦାନ କରିବ ନାହିଁ। Viz kapitola |