ଲେବୀୟ ପୁସ୍ତକ 23:28 - ଓଡିଆ ବାଇବେଲ28 ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ। Viz kapitolaପବିତ୍ର ବାଇବଲ28 ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ। କାରଣ ଏହା ପ୍ରାୟଶ୍ଚିତ୍ତର ଦିନ। ସେଦିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ତୁମ୍ଭମାନଙ୍କର ପ୍ରାୟଶ୍ଚିତ୍ତ କରିବ। Viz kapitola |