ଲେବୀୟ ପୁସ୍ତକ 23:30 - ଓଡିଆ ବାଇବେଲ30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକି ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା। Viz kapitolaପବିତ୍ର ବାଇବଲ30 ଯଦି କୌଣସି ପ୍ରାଣୀ ସେହି ଦିନ କୌଣସି କର୍ମ କରେ ତେବେ ଆମ୍ଭେ ତାହା ଲୋକମାନଙ୍କ ମଧ୍ୟରେ ତାକୁ ବିନାଶ କରିବୁ। Viz kapitola |