ଲେବୀୟ ପୁସ୍ତକ 23:37 - ଓଡିଆ ବାଇବେଲ37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଓ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ବଳି ଓ ପେୟନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ। Viz kapitolaପବିତ୍ର ବାଇବଲ37 “ଏହିସବୁ ସଦାପ୍ରଭୁଙ୍କର ପାଇଁ ସ୍ୱତନ୍ତ୍ର ପର୍ବ, ଯାହା ତୁମ୍ଭେ ପବିତ୍ର ସଭାପରି ପ୍ରକାଶ କରିଥାଅ, ସେଥିରେ ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କୁ ନୈବେଦ୍ୟ, ହୋମବଳି, ଶସ୍ୟ ନୈବେଦ୍ୟ, ବଳିଦାନ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ତୁମ୍ଭେମାନେ ପବିତ୍ର ସଭାରେ ଘୋଷଣା କରିବା ଉଚିତ୍ Viz kapitola |