ଲେବୀୟ ପୁସ୍ତକ 23:38 - ଓଡିଆ ବାଇବେଲ38 ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ସଦାପ୍ରଭୁଙ୍କ ବିଶ୍ରାମ ଦିନ ଛଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାହା ତୁମ୍ଭେମାନେ ଦିଅ, ତୁମ୍ଭମାନଙ୍କର ସେହି ସକଳ ଦାନ ଓ ତୁମ୍ଭମାନଙ୍କ ସକଳ ମାନତ ଓ ତୁମ୍ଭମାନଙ୍କ ସ୍ଵେଚ୍ଛାଦତ୍ତ ସକଳ ନୈବେଦ୍ୟ ସହିତ ଏହା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ38 ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ରାମ ଦିନ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଦାନ ଛଡ଼ା ତୁମ୍ଭମାନଙ୍କର ସକଳ ମାନତ ଛଡ଼ା ଓ ତୁମ୍ଭମାନଙ୍କ ସ୍ୱେଚ୍ଛାଦତ୍ତ ସକଳ ନୈବେଦ୍ୟ ଛଡ଼ା ଏହିସବୁ ପର୍ବ ପାଳନ କରିବ। Viz kapitola |