ଲେବୀୟ ପୁସ୍ତକ 24:8 - ଓଡିଆ ବାଇବେଲ8 ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଯାଜକ ପ୍ରତି ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ। Viz kapitolaପବିତ୍ର ବାଇବଲ8 ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖରେ ରୋଟୀ ସବୁ ସମୟ ପାଇଁ ରଖିବ। ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ଏହା ଅନନ୍ତକାଳୀନ ବିଧି ହେବା ଉଚିତ୍। Viz kapitola |