ଲେବୀୟ ପୁସ୍ତକ 25:17 - ଓଡିଆ ବାଇବେଲ17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ଏକଆରେକର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Viz kapitolaପବିତ୍ର ବାଇବଲ17 ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Viz kapitola |